ଯିରିମୀୟ 34:9 - ପବିତ୍ର ବାଇବଲ9 ପ୍ରତ୍ୟେକ ଏବ୍ରୀୟ ଦାସଦାସୀଙ୍କୁ ମୁକ୍ତ କରିବେ ଓ କେହି ଯିହୁଦୀୟମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଏପରି ମୁକ୍ତି-ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା;। Faic an caibideilଓଡିଆ ବାଇବେଲ9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Faic an caibideil |
“ଇସ୍ରାଏଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରାଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ଯାଅ। ତୁମ୍ଭେମାନେ ତାଙ୍କୁ କହିବ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନୟ କରୁଅଛୁ, ତିନି ଦିନ ମରୁଭୂମି ମଧ୍ୟକୁ ଯାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।’