Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 37:2 - ପବିତ୍ର ବାଇବଲ

2 ମାତ୍ର ରାଜା ସିଦିକିୟ କିଅବା ତାହାର ଦାସମାନେ କିଅବା ତାହାର ଦେଶବାସୀ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ପ୍ରଗ୍ଭରିତ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

Faic an caibideil Dèan lethbhreac




ଯିରିମୀୟ 37:2
15 Iomraidhean Croise  

ଦାଉଦ କହିଲେ, “ମୁଁ ହାନୂନ୍ ପ୍ରତି ବିଶେଷ କରୁଣା ପ୍ରକାଶ କରିବାକୁ ଯାଉଅଛି କାରଣ ତା'ର ପିତା ନାହଶ ମୋ’ ପ୍ରତି ବହୁତ ବିଶ୍ୱସ୍ତ ଓ ଦୟାବାନ ଥିଲା।” ତେଣୁ ତାକୁ ପିତୃ ଶୋକରୁ ସାନ୍ତ୍ୱନା ଦେବା ପାଇଁ ଦାଉଦ ନିଜର ପଦାଧିକାରୀ କର୍ମଗ୍ଭରୀମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସେମାନେ ଅମ୍ମୋନର ଭୂମିରେ ପହଞ୍ଚିଲେ।


ସଦାପ୍ରଭୁ ନାଥନ ନାମକ ଏକ ଭବିଷ୍ୟ‌ଦ୍‌ବକ୍ତାଙ୍କ ମାଧ୍ୟମରେ କହି ପଠାଇଲେ ଏବଂ ସଦାପ୍ରଭୁ ନାଥନ ତା'ର ନାମ ଶଲୋମନ ଯିଦୀଦିୟପରି ଦେଲେ। ନାଥନ ସଦାପ୍ରଭୁଙ୍କ ପାଇଁ ଏହା କଲେ।


ସମଗ୍ର ଇସ୍ରାଏଲ ତା’ ପାଇଁ ଶୋକ କଲେ ଓ ତାକୁ କବର ଦେଲେ। ସଦାପ୍ରଭୁ ନିଜର ଦାସ ଅହିୟଙ୍କୁ ଯାହା ଯାହା କହିଥିଲେ, ସେହିପରି ସମସ୍ତ କାର୍ଯ୍ୟ ଘଟିଲା।


ସଦାପ୍ରଭୁ, ବାଶା ଓ ତା'ର ପରିବାରର ବିପକ୍ଷରେ ଭବିଷ୍ୟ‌ଦ୍‌ବକ୍ତା ହନାନିୟଙ୍କ ପୁତ୍ର ଯେହୂଙ୍କ ନିକଟକୁ ଏକବାର୍ତ୍ତା ପଠାଇଲେ। ବାଶା ଘୃଣିତ କାର୍ଯ୍ୟଦ୍ୱାରା ସଦାପ୍ରଭୁଙ୍କୁ କ୍ରୋଧିତ କଲେ। ଯାରବିୟାମର ପରିବାର ପୂର୍ବରୁ ଯାହା କରିଥିଲେ, ସେ ଠିକ୍ ସେଇ କାର୍ଯ୍ୟ କଲେ। ସଦାପ୍ରଭୁ ମଧ୍ୟ କ୍ରୋଧିତ ଥିଲେ କାରଣ ସେ ସମସ୍ତ ଯାରବିୟାମ ପରିବାରକୁ ହତ୍ୟା କଲେ।


ସିଦିକିୟ ଯିହୁଦାର ରାଜା ହେବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଏଗାର ବର୍ଷ ପର୍ଯ୍ୟନ୍ତ ରାଜା ହେଲେ।


କିନ୍ତୁ ମୋଶା କହିଲେ, “ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ବିନୟ କରୁଅଛି ମୋତେ ନ ପଠାଇ ଅନ୍ୟ ଜଣକୁ ପଠାଅ।”


ମୂର୍ଖ ମାଧ୍ୟମରେ ଯେ ସମାଗ୍ଭର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ। ସେ ନିଜ ଉପରକୁ ଅସୁବିଧା ନିଜେ ଆଣେ।


ଶାସନକର୍ତ୍ତା ଯଦି ମିଥ୍ୟାକୁ ଶୁଣନ୍ତି, ତେବେ ତାଙ୍କର ସମସ୍ତ ଅଧିକାରୀ ଦୁର୍ନୀତିଗ୍ରସ୍ତ ହେବେ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକିୟଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ବାବିଲର ରାଜା ହସ୍ତରେ ଯିରୁଶାଲମକୁ ସମର୍ପଣ କରିବା, ତାହାକୁ ସେ ଅଗ୍ନିରେ ଦ‌ଗ୍‌ଧ କରିବ।


ହେ ଦୁଷ୍ଟ ଇସ୍ରାଏଲୀୟ ରାଜପୁତ୍ର, ତୁମ୍ଭମାନଙ୍କୁ ହତ୍ୟା କରାଯିବ। ତୁମ୍ଭମାନଙ୍କର ଅନ୍ତିମ ସମୟ ଉପସ୍ଥିତ ହୋଇଅଛି।”


ଆମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭମାନଙ୍କୁ ଏବଂ ସେମାନଙ୍କୁ ବହୁ ଦର୍ଶନ ଦେଲୁ। ଆମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭକୁ ଦୃଷ୍ଟାନ୍ତ କଥା ଦେଲୁ।


ତେଣୁ ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।


ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ୱରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ୱର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥା’ନ୍ତି।


Lean sinn:

Sanasan


Sanasan