ଯିରିମୀୟ 39:14 - ପବିତ୍ର ବାଇବଲ14 ସେମାନେ ପ୍ରହରୀ ପ୍ରାଙ୍ଗଣରୁ ଯିରିମିୟଙ୍କୁ ଆଣିଲେ ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟର ହସ୍ତରେ ସମର୍ପଣ କଲେ। ଗଦଲିୟ ଯିରିମିୟଙ୍କୁ ତାଙ୍କ ମନ୍ଦିରକୁ ପଠାଇ ଦେଲେ ଓ ସେ ତାଙ୍କ ନିଜ ଲୋକମାନଙ୍କ ମଧ୍ୟରେ ବାସ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)14 ସେମାନେ ଲୋକ ପଠାଇ ପ୍ରହରୀ-ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟର ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ। Faic an caibideilଓଡିଆ ବାଇବେଲ14 ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ। Faic an caibideil |