ଯିରିମୀୟ 39:3 - ପବିତ୍ର ବାଇବଲ3 ତା'ପରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା: ନେର୍ଗଲଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ, ରବସାରୀସ୍ ଓ ରବମାଗ୍ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମଧ୍ୟମ ଦ୍ୱାରରେ ବସିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବସାରୀସ୍, ନେର୍ଗଲ-ଶରେତ୍ସର, ରବମାଗ୍, ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ଵାରରେ ବସିଲେ। Faic an caibideilଓଡିଆ ବାଇବେଲ3 ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲ ଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବ୍ସାରୀସ୍, ନେର୍ଗଲ ଶରେତ୍ସର, ରବମାଗ୍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲ ଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବ୍ସାରୀସ୍, ନେର୍ଗଲ ଶରେତ୍ସର, ରବମାଗ୍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ। Faic an caibideil |