ଯିରିମୀୟ 39:6 - ପବିତ୍ର ବାଇବଲ6 ବାବିଲ ରାଜା ରିବ୍ଲାରେ ସିଦିକିୟର ସମ୍ମୁଖରେ ସିଦିକିୟର ପୁତ୍ରମାନଙ୍କୁ ବଧ କଲେ। ଆଉ ମଧ୍ୟ ତାଙ୍କର ଅଧିପତିଙ୍କୁ ବଧ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ପୁଣି,ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା। Faic an caibideilଓଡିଆ ବାଇବେଲ6 ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା। Faic an caibideil |
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା ଯେ, ତୁମ୍ଭ ପାଇଁ ଯାହା ଘଟିବ, ସେଥିରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହେବେ। ଏବଂ ସେମାନେ ସେମାନଙ୍କର ଶତ୍ରୁଗଣର ଖଡ଼୍ଗରେ ନିହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତରେ ଦେବା, ତା'ପରେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଯିବା ଓ ସେମାନଙ୍କୁ ସେଠାରେ ହତ୍ୟା କରାଯିବ।
ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ଖଡ଼୍ଗରେ ବଧ କରିବେ।’