ଯିରିମୀୟ 39:7 - ପବିତ୍ର ବାଇବଲ7 ପୁଣି ସେ ସିଦିକିୟର ଚକ୍ଷୁ ଉପାଡ଼ି ତାକୁ ବାବିଲକୁ ନେବାକୁ ପିତ୍ତଳ ଶୃଙ୍ଖଳରେ ବାନ୍ଧିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଲରେ ବଦ୍ଧ କଲା। Faic an caibideilଓଡିଆ ବାଇବେଲ7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା। Faic an caibideil |
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା ଯେ, ତୁମ୍ଭ ପାଇଁ ଯାହା ଘଟିବ, ସେଥିରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହେବେ। ଏବଂ ସେମାନେ ସେମାନଙ୍କର ଶତ୍ରୁଗଣର ଖଡ଼୍ଗରେ ନିହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତରେ ଦେବା, ତା'ପରେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଯିବା ଓ ସେମାନଙ୍କୁ ସେଠାରେ ହତ୍ୟା କରାଯିବ।