ଯିରିମୀୟ 4:18 - ପବିତ୍ର ବାଇବଲ18 “ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟାସବୁ ତୁମ୍ଭ ପ୍ରତି ଦୁଃଖ ଘଟାଇଅଛି। ସେହି ମନ୍ଦ କ୍ରିୟା ତୁମ୍ଭର ଜୀବନକୁ ଦୁଃସହ କରିଛି। ଏହା ଅତ୍ୟନ୍ତ ତିକ୍ତ ଓ ମର୍ମଭେଦକ।” Faic an caibideilପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ। Faic an caibideilଓଡିଆ ବାଇବେଲ18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।” Faic an caibideil |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
“ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।”