ଯିରିମୀୟ 40:16 - ପବିତ୍ର ବାଇବଲ16 କିନ୍ତୁ ଅହୀକାମର ପୁତ୍ର ଗଦଲିୟ କାରେହର ପୁତ୍ର ଯୋହାନନ୍କୁ କହିଲେ, “ତୁମ୍ଭେ ଇଶ୍ମାୟେଲକୁ ବଧ କର ନାହିଁ। କାରଣ ତୁମ୍ଭେ ତାଙ୍କ ବିଷୟରେ ଯାହା କହୁଅଛ ତାହା ସତ୍ୟ ନୁହେଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)16 ମାତ୍ର ଅହୀକାମର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ। Faic an caibideilଓଡିଆ ବାଇବେଲ16 ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।” Faic an caibideil |