Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 41:12 - ପବିତ୍ର ବାଇବଲ

12 ତେଣୁ ଯୋହାନନ୍ ତାହାର ସମସ୍ତ ସେନାପତିମାନଙ୍କୁ ନେଇ ନଥନିୟର ପୁତ୍ର ଇ‌ଶ୍‌ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବିୟୋନସ୍ଥିତ ଏକ ବିରାଟ ଜଳାଶୟ ନିକଟରେ ତାହାକୁ ଭେଟିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।

Faic an caibideil Dèan lethbhreac




ଯିରିମୀୟ 41:12
5 Iomraidhean Croise  

ସରୁୟାର ପୁତ୍ର ଯୋୟା‌‌ବ୍‌ ‌ଓ ଦାଉଦଙ୍କର ଉଚ୍ଚପଦସ୍ତ କର୍ମଗ୍ଭରୀମାନେ ମଧ୍ୟ ଗିବିୟୋନକୁ ଗଲେ। ସେମାନେ ଅ‌‌ବ୍‌‌ନର ଏବଂ ଈ‌ଶ୍‌ବୋଶ‌ତ୍‌ର କର୍ମଗ୍ଭରୀମାନଙ୍କୁ ଗିବିୟୋନର ଏକ ପୋଖରୀ ପାଖରେ ଭେଟିଲେ। ଯୋୟାବର ଦଳ ପୋଖରୀର ଏକ ପାର୍ଶ୍ୱରେ ବସିଲା ବେଳେ ଅ‌‌ବ୍‌‌ନରର ଦଳ ପୋଖରୀର ଅନ୍ୟ ପାର୍ଶ୍ୱରେ ବସିଲେ।


ସେତେବେଳେ ଇ‌ଶ୍‌ମାୟେଲ ସଙ୍ଗରେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନ‌ନ୍‌କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।


Lean sinn:

Sanasan


Sanasan