Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 41:15 - ପବିତ୍ର ବାଇବଲ

15 ମାତ୍ର ନଥନିୟର ପୁତ୍ର ଇ‌ଶ୍‌ମାୟେଲ ଆଠଜଣ ଲୋକ ସହିତ ଯୋହାନନ୍ ନିକଟରୁ ପଳାଇ ଅମ୍ମୋନ ସନ୍ତାନଗଣର ନିକଟକୁ ଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍ ନିକଟରୁ ପଳାଇ ଅମ୍ମୋନ-ସନ୍ତାନଗଣର ନିକଟକୁ ଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍‍ ନିକଟରୁ ପଳାଇ ଅମ୍ମୋନ ସନ୍ତାନଗଣର ନିକଟକୁ ଗଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍‍ ନିକଟରୁ ପଳାଇ ଅମ୍ମୋନ-ସନ୍ତାନଗଣର ନିକଟକୁ ଗଲା।

Faic an caibideil Dèan lethbhreac




ଯିରିମୀୟ 41:15
9 Iomraidhean Croise  

ଇସ୍ରାଏଲର ପ୍ରତ୍ୟେକ ଯୋଦ୍ଧା ତାଙ୍କ ବିରୁଦ୍ଧରେ ଆସିଥିବା ଶତ୍ରୁମାନଙ୍କୁ ବଧ କଲେ, ତା'ପରେ ଇସ୍ରାଏଲୀୟମାନେ ଅରାମୀୟମାନେ ପଳାୟନକାରୀମାନଙ୍କ ପଛରେ ଗୋଡ଼ଇଲେ। ଅରାମର ରାଜା ବି‌ନ୍‌ହଦଦ୍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ପୃଷ୍ଠରେ ପଳାଇଯାଇ ନିଜକୁ ରକ୍ଷା କଲେ।


ମାତ୍ର ସପ୍ତମ ମାସରେ ରାଜବଂଶ ଜାତ ଇଲୀଶାମାର ପୌତ୍ର ନଥନିୟର ପୁତ୍ର ଇ‌ଶ୍‌ମାୟେଲ, ଯିଏ ରାଜା ପରିବାରରୁ ଥିଲେ। ସେ ଓ ତାଙ୍କର ଦଶ ଜଣ ସଙ୍ଗୀ ଗଦଲୀୟକୁ, ଯିହୁଦୀୟମାନଙ୍କୁ ଓ ମି‌ସ୍‌ପାରେ ଥିବା କ‌ଲ୍‌‌‌ଦୀୟମାନଙ୍କୁ ବଧ କଲେ।


ବିପଦ ଆସିଲେ ବି ଦୁଷ୍ଟ ଲୋକମାନେ ରକ୍ଷାପାଇ ଯାଆନ୍ତି। ପରମେଶ୍ୱର ରାଗ କଲେ ବି ସେମାନେ ବର୍ତ୍ତି ଯାଆନ୍ତି।


ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ। ତାକୁ କେହି ଅଟକାଇବେ ନାହିଁ।


ତା'ପରେ ଇ‌ଶ୍‌ମାୟେଲ ଯେଉଁ ଲୋକମାନଙ୍କୁ ମି‌‌ସ୍‌‌ପାକୁ ବନ୍ଦୀ କରି ନେଇଯାଇଥିଲା, ସେମାନେ ସମସ୍ତେ କାରେହର ପୁତ୍ର ଯୋହାନନ୍ ନିକଟକୁ ଫେରି ଆସିଲେ।


ସେମାନେ ଏକତ୍ର ଭୋଜନ କରୁଥିବା ବେଳେ ଇ‌ଶ୍‌ମାୟେଲ ଓ ତାର ଦଶ ଜଣ ସଙ୍ଗୀ ଯିହୁଦାର ଶାସକ ଅହୀକାମର ପୁତ୍ର ଗଦଲିୟକୁ ହତ୍ୟା କଲେ, ଯାହାକୁ ବାବିଳର ରାଜା ଏହି ଭୂମିରେ ଖଣ୍ଡା ସାହାଯ୍ୟରେ ନିଯୁକ୍ତ କରିଥିଲେ।


ସେଠାର ବାସିନ୍ଦାମାନେ ତାହାଙ୍କ ହାତରେ ସାପ ଝୁଲୁ ଥିବାର ଦେଖିଲେ। ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “ଏ ଲୋକଟିର ନିଶ୍ଚୟ ମୃତ୍ୟୁ ହେବ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ୟାୟ ଏହାକୁ ବଞ୍ଚିବା ପାଇଁ ଦେଲା ନାହିଁ।”


ଦାଉଦ ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କୁ ବଧ କଲେ। ସେମାନେ ସୂର୍ଯ୍ୟୋଦୟରୁ ପରଦିନ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ସେମାନଙ୍କ ସହିତ ଯୁଦ୍ଧ କଲେ। ଯେଉଁ 400 ଲୋକ ଓଟ ଚଢ଼ିଲେ ଏବଂ ପଳାଇଲେ ସେହି ଅମାଲେକୀୟ ବ୍ୟତୀତ କେହି ରକ୍ଷା ପାଇଲେ ନାହିଁ।


Lean sinn:

Sanasan


Sanasan