Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 41:6 - ପବିତ୍ର ବାଇବଲ

6 ଇ‌ଶ୍‌ମାୟେଲ ମି‌‌ସ୍‌‌ପାକୁ ସେହି ଅଶୀଜଣ ପୁରୁଷଙ୍କୁ ଭେଟିବା ପାଇଁ ଗଲା ଓ ଗଲାବେଳେ ବାଟସାରା କ୍ରନ୍ଦନ କରି କରି ଗଲା। ସେମାନଙ୍କୁ ସାକ୍ଷାତ କରି କହିଲା, “ଅହୀକାମର ପୁତ୍ର ଗଦଲିୟକୁ ଦେଖିବାକୁ ଆସ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, ଅହୀକାମର ପୁତ୍ର ଗଦଲୀୟ ନିକଟକୁ ଆସ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, “ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସ।”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, “ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସ।”

Faic an caibideil Dèan lethbhreac




ଯିରିମୀୟ 41:6
4 Iomraidhean Croise  

ତା'ର ସ୍ୱାମୀ ରୋଦନ କଲା ଏବଂ ବହୁରୀମ ପର୍ଯ୍ୟନ୍ତ ତାକୁ ଅନୁସରଣ କଲା। ତା'ପରେ ଅ‌‌ବ୍‌‌ନର‌ ପ‌ଲ୍‌ଟିୟେ‌ଲ୍‌ଙ୍କୁ କହିଲା, “ଯାଅ, ଫେରିଯାଅ,” ତା'ପରେ ସେ ଫେରିଗଲା।


ସେ ସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇଯିବେ। ସେମାନେ କାନ୍ଦି କାନ୍ଦି ଆସିବେ, ଯେତେବେଳେ ସେମାନେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।


Lean sinn:

Sanasan


Sanasan