ଯିରିମୀୟ 42:11 - ପବିତ୍ର ବାଇବଲ11 ତୁମ୍ଭେମାନେ ଯେଉଁ ବାବିଲ ରାଜାଙ୍କୁ ଭୟ କରୁଥିଲ, ତାଙ୍କୁ ଆଉ ଭୟ କର ନାହିଁ।’ ସଦାପ୍ରଭୁ କହନ୍ତି, ‘ତାଙ୍କୁ ତୁମ୍ଭେମାନେ ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ। Faic an caibideilଓଡିଆ ବାଇବେଲ11 ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ,’ ସଦାପ୍ରଭୁ କହନ୍ତି, ‘ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ, ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ। Faic an caibideil |