Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 42:13 - ପବିତ୍ର ବାଇବଲ

13 ଆଉ ତୁମ୍ଭେମାନେ ଯଦି କହିବ, ‘ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ,’ ତେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରୁଛ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ନ ମାନି ଯେବେ କୁହ,

Faic an caibideil Dèan lethbhreac

ଓଡିଆ ବାଇବେଲ

13 ମାତ୍ର ଯଦି ତୁମ୍ଭେମାନେ କୁହ, ‘ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ’ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ନ ମାନି ଯଦି କୁହ,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ନ ମାନି ଯଦି କୁହ,

Faic an caibideil Dèan lethbhreac




ଯିରିମୀୟ 42:13
3 Iomraidhean Croise  

କିନ୍ତୁ ଫାରୋ କହିଲେ, “ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇସ୍ରାଏଲୀୟମାନଙ୍କୁ ଯିବାକୁ ଦେବି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇସ୍ରାଏଲୀୟମାନଙ୍କୁ ଯିବାକୁ ଦେବି ନାହିଁ।”


‘ଯଦି ତୁମ୍ଭେମାନେ ଯିହୁଦାରେ ବାସ କର, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ଓ ବିନଷ୍ଟ କରିବା ନାହିଁ। ଆମ୍ଭେ ତୁମ୍ଭମାନଙ୍କର ବୀଜ ବୁଣିବା ଓ ତୁମ୍ଭକୁ ଧ୍ୱଂସ କରିବା ନାହିଁ। କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଦୁର୍ଭାଗ୍ୟ ଆଣିଥିବାରୁ ଦୁଃଖିତ।


“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।


Lean sinn:

Sanasan


Sanasan