ଯିରିମୀୟ 42:3 - ପବିତ୍ର ବାଇବଲ3 ଆଉ ଆମ୍ଭମାନଙ୍କର କେଉଁ ପଥରେ ଯିବା ଉଚିତ୍ ଓ କେଉଁ କାର୍ଯ୍ୟ କରିବା ଉଚିତ୍, ତାହା ତୁମ୍ଭେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରାର୍ଥନା କରି ଆମ୍ଭମାନଙ୍କୁ ଜଣାଇବ।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁଆପଣଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଜ୍ଞାତ କରାଇବେ। Faic an caibideilଓଡିଆ ବାଇବେଲ3 ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।” Faic an caibideil |
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସେଠାକୁ ଯିବେ ଏବଂ କହିବେ, “ଆସ, ସଦାପ୍ରଭୁଙ୍କ ପର୍ବତକୁ ଯିବା। ଗ୍ଭଲ ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଯିବା। ସେତେବେଳେ ପରମେଶ୍ୱର ତାଙ୍କ ପଥ ବିଷୟରେ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ଆମ୍ଭେମାନେ ସେହିସବୁକୁ ଅନୁସରଣ କରିବା।” ପରମେଶ୍ୱରଙ୍କଠାରୁ ଶିକ୍ଷା ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମର ସିୟୋନ ପର୍ବତରୁ ଆରମ୍ଭ ହେବ ଏବଂ ତାହା ସମଗ୍ର ପୃଥିବୀରେ ପ୍ରସାରିତ ହେବ।