Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 42:8 - ପବିତ୍ର ବାଇବଲ

8 ତା'ପରେ ଯିରିମିୟ କାରେହର ପୁତ୍ର ଯୋହାନ‌‌‌ନ୍‌‌‌କୁ, ତାହାର ସଙ୍ଗୀ ସମସ୍ତ ସେନାପତିଙ୍କୁ ଓ ଛୋଟ ବଡ଼ ଅନ୍ୟ ସମସ୍ତ ଲୋକଙ୍କୁ ଡାକି କହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ସେ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,

Faic an caibideil Dèan lethbhreac

ଓଡିଆ ବାଇବେଲ

8 ତହିଁରେ ସେ କାରେହର ପୁତ୍ର ଯୋହାନନ୍‍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ସେ କାରେହର ପୁତ୍ର ଯୋହାନନ୍‍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,

Faic an caibideil Dèan lethbhreac




ଯିରିମୀୟ 42:8
7 Iomraidhean Croise  

ଆହୁରି କାରେହର ପୁତ୍ର ଯୋହାନନ୍ ଓ ପଦାରେ ଅବସ୍ଥିତ ସେନାପତି ସକଳ ମି‌‌ସ୍‌‌ପାରେ ଗଦଲିୟ ନିକଟକୁ ଆସିଲେ।


ଯେଉଁମାନେ ମି‌‌ସ୍‌‌ପୀକୁ ଗଦଲିୟ ନିକଟକୁ ଗଲେ ସେମାନଙ୍କ ମଧ୍ୟରେ ନଥନିୟର ପୁତ୍ର ଇ‌ଶ୍‌ମାୟେଲ, କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତ‌‌‌ନ୍‌‌‌ହୂମତର ପୁତ୍ର ସରାୟ, ନଟୋଫାତୀୟ ଏଫୟର ପୁତ୍ରମାନେ ଓ ମାଖାତୀୟର ପୁତ୍ର ଯାସନୀୟ ଥିଲେ।


ଯେତେବେଳେ ସେମାନେ ଗେରୁତ୍ତ୍ୱକିମହମରେ ଥିଲେ ସେତେବେଳେ ଯୋହାନନ୍ ଓ ହୋଶୟିୟର ପୁତ୍ର ଯାସନିୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ନିକଟକୁ ଗଲେ।


ଅନନ୍ତର ଦଶ ଦିନ ଅନ୍ତେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।


“ତୁମ୍ଭେମାନେ ମୋତେ ଯେଉଁ ସଦାପ୍ରଭୁଙ୍କ ନିକଟକୁ ନିବେଦନ କରିବାକୁ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି,


Lean sinn:

Sanasan


Sanasan