ଯିରିମୀୟ 43:4 - ପବିତ୍ର ବାଇବଲ4 ଏହିରୂପେ କାରେହର ପୁତ୍ର ଯୋହାନନ୍, ତାହାର ସେନାପତି ସକଳ ଓ ସମସ୍ତ ଲୋକ ଯିହୁଦାରେ ବାସ କରିବାକୁ ସଦାପ୍ରଭୁଙ୍କ ବାକ୍ୟରେ ଅବଧାନ କଲେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଏହିରୂପେ କାରେହର ପୁତ୍ର ଯୋହାନନ୍ ଓ ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ। Faic an caibideilଓଡିଆ ବାଇବେଲ4 ଏହିରୂପେ କାରେହର ପୁତ୍ର ଯୋହାନନ୍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏହିରୂପେ କାରେହର ପୁତ୍ର ଯୋହାନନ୍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ। Faic an caibideil |
ଭବିଷ୍ୟଦ୍ବକ୍ତା ଯେତେବେଳେ ଏହି କଥା କହିଲେ, ଅମତ୍ସିୟ ସେହି ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ! ଯଦି ତୁମ୍ଭେ ନୀରବ ନ ରୁହ, ତେବେ ତୁମ୍ଭକୁ ହତ୍ୟା କରାଯିବ!” ଭବିଷ୍ୟଦ୍ବକ୍ତା ନୀରବ ହୋଇଗଲେ, କିନ୍ତୁ ତା'ପରେ କହିଲେ, “ପରମେଶ୍ୱର ପ୍ରକୃତରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାରଣ ତୁମ୍ଭେ ସେହି ମନ୍ଦକାର୍ଯ୍ୟସବୁ କଲ ଓ ମୋର ଉପଦେଶ ଶୁଣିଲ ନାହିଁ।”