ଯିରିମୀୟ 43:5 - ପବିତ୍ର ବାଇବଲ5 ମାତ୍ର ସଦାପ୍ରଭୁଙ୍କ ବାକ୍ୟ ମାନିବା ପରିବର୍ତ୍ତେ କାରେହର ପୁତ୍ର ଯୋହାନନ୍ ଓ ସମସ୍ତ ସେନାପତି ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ ଓ ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେଉଁ ଲୋକମାନେ ଯିହୁଦାରେ ପ୍ରବାସ କରିବାକୁ ଫେରି ଆସିଥିଲେ, ସେମାନଙ୍କୁ ମିଶରକୁ ନେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ, Faic an caibideilଓଡିଆ ବାଇବେଲ5 ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ, Faic an caibideil |
ଏହା ପରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ ଅର୍ଥାତ୍ ସମସ୍ତ ରାଜକନ୍ୟାଗଣଙ୍କୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେଉଁସବୁ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମର ପୁତ୍ର ଗଦଲିୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀକରି ନେଇଗଲା। ସେ ସେମାନଙ୍କୁ ବନ୍ଦୀକରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’