ଯିରିମୀୟ 43:6 - ପବିତ୍ର ବାଇବଲ6 ସେମାନେ ସମସ୍ତ ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ଯେଉଁ ରାଜକନ୍ୟାମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ ଆଉ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରିୟର ପୁତ୍ର ବାରୂକକୁ ମିଶରକୁ ନେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟା-ମାନଙ୍କୁ ଓ ଯେପ୍ରତ୍ୟେକ ଲୋକକୁ ପ୍ରହରୀ-ବର୍ଗର ସେନାପତି ନବୂସର୍ଦନ୍ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ, Faic an caibideilଓଡିଆ ବାଇବେଲ6 ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ, Faic an caibideil |
ଏହା ପରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ ଅର୍ଥାତ୍ ସମସ୍ତ ରାଜକନ୍ୟାଗଣଙ୍କୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେଉଁସବୁ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମର ପୁତ୍ର ଗଦଲିୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀକରି ନେଇଗଲା। ସେ ସେମାନଙ୍କୁ ବନ୍ଦୀକରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।