ଯିରିମୀୟ 44:10 - ପବିତ୍ର ବାଇବଲ10 ଏପରିକି ଏବେ ମଧ୍ୟ ସେମାନେ ନମ୍ର ହୋଇ ନାହାନ୍ତି କିଅବା ଆମ୍ଭ ପ୍ରତି ଭକ୍ତିଭାବ ଦେଖାଇ ନାହାନ୍ତି। ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିବା ବିଧି ଓ ବ୍ୟବସ୍ଥା ଅନୁସାରେ ସେମାନେ ଆଚରଣ କରି ନାହାନ୍ତି।’ Faic an caibideilପବିତ୍ର ବାଇବଲ (Re-edited) - (BSI)10 ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି। Faic an caibideilଓଡିଆ ବାଇବେଲ10 ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି। Faic an caibideil |
ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ୱର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା ‘ଭବିଷ୍ୟଦ୍ବକ୍ତାମାନଙ୍କ ପୁସ୍ତକରେ’ ଲେଖାଯାଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସେହି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶେରା ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସେହିସବୁ “ଭବିଷ୍ୟଦ୍ବକ୍ତାମାନଙ୍କ ପୁସ୍ତକରେ” ଲେଖାଯାଇଅଛି।
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।