ଯିରିମୀୟ 44:7 - ପବିତ୍ର ବାଇବଲ7 “ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେମାନେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ? ଏହା ଦ୍ୱାରା ତୁମ୍ଭେମାନେ ନିଜ ନିଜ ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣା-ମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; Faic an caibideilଓଡିଆ ବାଇବେଲ7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; Faic an caibideil |
“ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।”
ପୁଣି ତୁମ୍ଭେମାନେ ନିଜ ନିଜ ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା ପାଳନ କରିବୁ।’