ଯିରିମୀୟ 44:8 - ପବିତ୍ର ବାଇବଲ8 ତୁମ୍ଭେମାନେ ଏହି ଯେ ମିଶର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏ ସ୍ଥାନରେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜଳାଇ କାହିଁକି ଆପଣା ଆପଣା ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ବିନଷ୍ଟ ହେବ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରେ ଅଭିଶପ୍ତ ଓ ନିନ୍ଦାର ପାତ୍ର ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଶାପ ଓ ନିନ୍ଦାର ପାତ୍ର ହେବ। Faic an caibideilଓଡିଆ ବାଇବେଲ8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ। Faic an caibideil |
“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’
ପୁଣି ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିଶର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଆଗ୍ରହୀ ହୋଇଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା। ସେମାନେ ସମସ୍ତେ ଲୁପ୍ତ ହେବେ, ମିଶର ଦେଶରେ ପତିତ ହେବେ। ଖଡ଼୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ସମସ୍ତେ ଖଡ଼୍ଗ ଓ ଦୁର୍ଭିକ୍ଷରେ ମରିବେ। ଆଉ ସେମାନେ ଅନ୍ୟ ଦେଶଗୁଡ଼ିକ ସମ୍ମୁଖରେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବେ।