ଯିରିମୀୟ 46:1 - ପବିତ୍ର ବାଇବଲ1 ବିଭିନ୍ନ ଗୋଷ୍ଠୀଗଣ ବିଷୟରେ ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା;। Faic an caibideilଓଡିଆ ବାଇବେଲ1 ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Faic an caibideil |