ଯିରିମୀୟ 46:6 - ପବିତ୍ର ବାଇବଲ6 “ଦ୍ରୁତଗାମୀ ଲୋକ ପଳାୟନ କରି ପାରିବେ ନାହିଁ, କିଅବା ବୀର ପୁରୁଷଗଣ ରକ୍ଷା ପାଇପାରିବେ ନାହିଁ। ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିବେ ଓ ସେମାନଙ୍କର ପତନ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। Faic an caibideilଓଡିଆ ବାଇବେଲ6 ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। Faic an caibideil |
କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।