ଯିରିମୀୟ 47:1 - ପବିତ୍ର ବାଇବଲ1 ଫାରୋ ଘସା ନଗର ଆକ୍ରମଣ କରିବା ପୂର୍ବରୁ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତା;। Faic an caibideilଓଡିଆ ବାଇବେଲ1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Faic an caibideil |
ହେ ପଲେଷ୍ଟୀୟ ଦେଶ, ତୁମ୍ଭେମାନେ ବର୍ତ୍ତମାନ ପାଇଁ ଖୁସୀ ହୁଅ ନାହିଁ। କାରଣ ଯେଉଁ ରାଜା ପ୍ରହାର କରୁଥିଲେ ସେ ଆଉ ନାହାନ୍ତି। ମାତ୍ର ପ୍ରକୃତରେ ତୁମ୍ଭେ ସୁଖୀ ହୋଇ ପାରିବ ନାହିଁ। ଏହା ସତ୍ୟ ଯେ, ସେହି ଦୁଷ୍ଟ ଶାସନ ଶେଷ ହୋଇଛି। ମାତ୍ର ସେହି ରାଜାର ସନ୍ତାନ ଆସି ଶାସନ କରିବ। ଗୋଟିଏ ସର୍ପ ଆଉ ଏକ ଭୟଙ୍କର ସର୍ପକୁ ଜନ୍ମ ଦେଲାପରି ଏହା ସତ ହେବ। ସେହି ନୂତନ ରାଜା ଉଡ଼ନ୍ତା ସର୍ପ ପରି ଅଳ୍ପ ଭୟଙ୍କର ହେବ ନାହିଁ।