ଯିରିମୀୟ 48:15 - ପବିତ୍ର ବାଇବଲ15 ଶତ୍ରୁସୈନ୍ୟ ମୋୟାବକୁ ଆକ୍ରମଣ କରି ତାହାକୁ ଧ୍ୱଂସ କରିବେ। ତାହା ବଳବାନ୍ ସୈନ୍ୟମାନଙ୍କୁ ବଧ୍ୟ ସ୍ଥାନରେ ବଧ କରିବ।” ଏହା ସୈନ୍ୟାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ଆଉ ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି। Faic an caibideilଓଡିଆ ବାଇବେଲ15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି। Faic an caibideil |
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।