Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 48:4 - ପବିତ୍ର ବାଇବଲ

4 ମୋୟାବ ଧ୍ୱଂସ ପାଇବ ଓ ତାହାର ଛୋଟ ପିଲାମାନେ ସାହାଯ୍ୟ ପାଇଁ କ୍ରନ୍ଦନ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକ-ମାନଙ୍କର କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।

Faic an caibideil Dèan lethbhreac




ଯିରିମୀୟ 48:4
6 Iomraidhean Croise  

ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।


ମୁଁ ଯେକୌଣସି ବ୍ୟକ୍ତିକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସେମାନଙ୍କୁ ପଥରରେ ପିଟି ଦେବ।


ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ। ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ। ଆଉ ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ।


ହୋରୋନୟିମଠାରୁ କ୍ରନ୍ଦନର ଓ ମହାବିନାଶର ଶବ୍ଦ ଶୁଣ।


କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରି ଉପରକୁ ଉଠିବେ। ଯେହେତୁ ହୋରୋନୟିମର ଗଡ଼ାଣି ପଥରେ ସେମାନେ ବିନାଶ ହେତୁ ସଙ୍କଟ ସୂଚକ କ୍ରନ୍ଦନ ଶୁଣିଅଛନ୍ତି।


Lean sinn:

Sanasan


Sanasan