ଯିରିମୀୟ 48:42 - ପବିତ୍ର ବାଇବଲ42 ମୋୟାବ ଲୁପ୍ତ ହେବ ଓ ସେ ଏକ ଗୋଷ୍ଠୀ ହୋଇ ରହିବ ନାହିଁ। କାରଣ ସେ ସଦାପ୍ରଭୁଙ୍କଠାରୁ ନିଜକୁ ବଡ଼ ମନେ କରେ।” Faic an caibideilପବିତ୍ର ବାଇବଲ (Re-edited) - (BSI)42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି। Faic an caibideilଓଡିଆ ବାଇବେଲ42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି। Faic an caibideil |
ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”