Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 49:10 - ପବିତ୍ର ବାଇବଲ

10 କିନ୍ତୁ ଆମ୍ଭ ସକାଶେ ଏଷୌକୁ ଶୂନ୍ୟ କଲୁ ଏବଂ ତା'ର ଗୁପ୍ତସ୍ଥାନ ସବୁ ପ୍ରକାଶକୁ ଆଣିଲୁ। ସେ ଆପଣାକୁ ଲୁଗ୍ଭଇ ରଖିପାରିବ ନାହିଁ। ତା'ର ସନ୍ତାନଗଣ ବିନଷ୍ଟ ହେବେ ଏବଂ ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ସେଠାରେ ରହିବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନ ସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।

Faic an caibideil Dèan lethbhreac




ଯିରିମୀୟ 49:10
13 Iomraidhean Croise  

ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ, ତେଣୁ ସେମାନେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।


ସନ୍ଧ୍ୟାରେ ସେମାନେ ଭୟଭୀତ ହେବେ ଓ ପ୍ରଭାତ ପୂର୍ବରୁ ଲୋପ ପାଇଯାଇଥିବେ। ତେଣୁ ଆମ୍ଭର ଶତ୍ରୁ ଓ ଅପହରଣକାରୀ ସେଠାରେ କିଛି ଦେଖିବାକୁ ପାଇବେ ନାହିଁ।


ପୁଣି ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା। ତାହାହେଲେ ତୁମ୍ଭେ ଜାଣିବ ଯେ ଆମ୍ଭେ ତୁମ୍ଭର ସଦାପ୍ରଭୁ ଓ ଆମ୍ଭେ ତୁମ୍ଭର ନାମ ଧରି ଆହ୍ୱାନ କରୁଥିଲୁ। ଆମ୍ଭେ ଇସ୍ରାଏଲର ପରମେଶ୍ୱର ଏହା ମଧ୍ୟ ତୁମ୍ଭେ ଜାଣି ପାରିବ।


ଏ ନିମନ୍ତେ ଏହା ଆମ୍ଭେ ଯିଏ କି ତୁମ୍ଭ ବସ୍ତ୍ରାଞ୍ଚଳ ତୁମ୍ଭ ମୁହଁକୁ ଟେକିଥିଲୁ, ଯାହାଫଳରେ ସମସ୍ତେ ତୁମ୍ଭମାନଙ୍କର ନଗ୍ନତା ଦେଖି ପାରି ନ ଥିଲେ।


ସଦାପ୍ରଭୁ କହନ୍ତି, କୌଣସି ବ୍ୟକ୍ତି ଆମ୍ଭଠାରୁ ନିଜକୁ ଗୋପନୀୟ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ୱର୍ଗ ଓ ମର୍ତ୍ତ୍ୟ ସବୁଠାରେ ବ୍ୟାପି ରହିଅଛୁ।”


ହେ ସିୟୋନର କନ୍ୟା, ତୁମ୍ଭ ଅଧର୍ମର ଦଣ୍ଡ ଶେଷ ହୋଇଛି। ତୁମ୍ଭେମାନେ ଆଉ ବନ୍ଦୀତ୍ୱ ସ୍ଥାନକୁ ଯିବ ନାହିଁ। ହେ ଇଦୋମର କନ୍ୟା, ସଦାପ୍ରଭୁ ତୁମ୍ଭ ଅଧର୍ମର ଫଳ ଦେବେ। ସେ ତୁମ୍ଭର ପାପସବୁ ଖୋଲି ଦେବେ।


ଯଦି ସେମାନେ ନିଜକୁ କର୍ମିଲ ଶୃଙ୍ଗରେ ଲୁଗ୍ଭନ୍ତି, ଆମ୍ଭେ ସେମାନଙ୍କୁ ଖୋଜି ସେଠାରୁ ମଧ୍ୟ ଧରି ଆଣିବା। ଯଦି ସେମାନେ ସମୁଦ୍ରର ନିମ୍ନ ଭାଗରେ ଲୁଚି ରହନ୍ତି, ତେବେ ଆମ୍ଭେ ସର୍ପକୁ ଆଦେଶ ଦେବା ଓ ସେହି ସର୍ପ ସେମାନଙ୍କୁ ଦଂଶନ କରିବ।


କିନ୍ତୁ ଶତ୍ରୁ ଏଷୌଙ୍କର ଗୁପ୍ତଭଣ୍ତାରକୁ ତନ୍ନ ତନ୍ନ କରି ଅନ୍ନେଷଣ କରିବେ ଏବଂ ସେହି ସମସ୍ତ ସେମାନେ ପାଇଯିବେ।


ତୈମନ, ତୁମ୍ଭର ଶକ୍ତିଶାଳୀ ଲୋକମାନେ ଭୟଭୀତ ହେବେ। ଏଷୌ ପର୍ବତର ସମସ୍ତ ଲୋକ ଧ୍ୱଂସ ପାଇବେ। ଅନେକ ଲୋକ ନିହତ ହେବେ।


ଶାସ୍ତ୍ର କୁହେ: “ମୁଁ ଯାବକକୁ ଭଲ ପାଇଲି କିନ୍ତୁ, ଏଷୌକୁ ନୁହେଁ।”


Lean sinn:

Sanasan


Sanasan