ଯିରିମୀୟ 49:12 - ପବିତ୍ର ବାଇବଲ12 ମାତ୍ର ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ନାହିଁ, ସେମାନେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ୟ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହେବ। ତୁମ୍ଭେ ଦଣ୍ଡରୁ କେବେ ରକ୍ଷା ପାଇବ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତା; ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ତିତ ହେବ? ତୁମ୍ଭେ ଅଦଣ୍ତିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ। Faic an caibideilଓଡିଆ ବାଇବେଲ12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ। Faic an caibideil |
ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”