ଯିରିମୀୟ 49:18 - ପବିତ୍ର ବାଇବଲ18 ସଦୋମ ଓ ହମୋରାର ଏବଂ ନିକଟସ୍ଥ ନଗରୀ ଉତ୍ପାଟିତ ହେଲାପରି ତୁମ୍ଭର ମଧ୍ୟ ହେବ। କୌଣସି ଲୋକ ସେଠାରେ ବାସ କରିବ ନାହିଁ କିଅବା କୌଣସି ଶିଶୁ ସେଠାରେ ଜନ୍ମ ହେବ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)18 ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହର ନ୍ୟାୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। Faic an caibideilଓଡିଆ ବାଇବେଲ18 ସଦାପ୍ରଭୁ କହନ୍ତି, “ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। Faic an caibideil |
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”