ଯିରିମୀୟ 49:4 - ପବିତ୍ର ବାଇବଲ4 ତୁମ୍ଭେମାନେ ତୁମ୍ଭମାନଙ୍କର ଶକ୍ତି ଓ ଧନ ସମ୍ପଦ ଉପରେ ଦର୍ପ କରୁଅଛ। ଏଥିପାଇଁ ତୁମ୍ଭେମାନେ କହୁଅଛ ଆମ୍ଭମାନଙ୍କ ପାଖକୁ କେହି ଆସିବେ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋʼ ନିକଟକୁ କିଏ ଆସିବ? Faic an caibideilଓଡିଆ ବାଇବେଲ4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋ’ ନିକଟକୁ କିଏ ଆସିବ ?” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’ Faic an caibideil |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।