ଯିରିମୀୟ 49:6 - ପବିତ୍ର ବାଇବଲ6 ସଦାପ୍ରଭୁ କହନ୍ତି, “ଅମ୍ମୋନୀୟ ସନ୍ତାନଗଣ ବନ୍ଦୀ ହୋଇ ନିଆଯିବେ, ମାତ୍ର ସମୟ ଆସିବ, ଆମ୍ଭେ ପୁନର୍ବାର ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ଫେରାଇ ଆଣିବା।” Faic an caibideilପବିତ୍ର ବାଇବଲ (Re-edited) - (BSI)6 ତଥାପି ସଦାପ୍ରଭୁ କହନ୍ତି, ଏଥି ଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ଵାବସ୍ଥାରୁ ପୁନର୍ବାର ଫେରାଇ ଆଣିବା। Faic an caibideilଓଡିଆ ବାଇବେଲ6 ତଥାପି ସଦାପ୍ରଭୁ କହନ୍ତି, “ଏଥିଉତ୍ତାରେ ଆମ୍ଭେ ଅମ୍ମୋନ ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।” Faic an caibideil |