ଯିରିମୀୟ 5:12 - ପବିତ୍ର ବାଇବଲ12 “ମିଥ୍ୟାରେ ସେମାନେ ସଦାପ୍ରଭୁଙ୍କର ବିଷୟରେ କହିଲେ, ‘ସଦାପ୍ରଭୁ ଆମ୍ଭମାନଙ୍କର କିଛି କରିବେ ନାହିଁ। ଆମ୍ଭମାନଙ୍କ ପ୍ରତି କିଛି ଅମଙ୍ଗଳ ଘଟିବ ନାହିଁ ଆଉ ଆମ୍ଭେମାନେ ଖଡ଼୍ଗ କିଅବା ଦୁର୍ଭିକ୍ଷ ଦେଖିବା ନାହିଁ।’ Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେମାନେ ସଦାପ୍ରଭୁଙ୍କୁ ଅସ୍ଵୀକାର କରି କହିଲେ, ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ଼୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ; Faic an caibideilଓଡିଆ ବାଇବେଲ12 ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, “ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ; Faic an caibideil |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”