ଯିରିମୀୟ 5:13 - ପବିତ୍ର ବାଇବଲ13 ଆଉ ଭବିଷ୍ୟଦ୍ବକ୍ତାମାନେ ବାୟୁତୁଲ୍ୟ ହେବେ। ସେମାନଙ୍କ ଅନ୍ତରରେ ପ୍ରଭୁଙ୍କର ବାକ୍ୟ ନାହିଁ। ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ।” Faic an caibideilପବିତ୍ର ବାଇବଲ (Re-edited) - (BSI)13 ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପ କରାଯିବ। Faic an caibideilଓଡିଆ ବାଇବେଲ13 ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁ ତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ।’” Faic an caibideil |
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”