Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 5:20 - ପବିତ୍ର ବାଇବଲ

20 ସଦାପ୍ରଭୁ କହିଲେ, “ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଗ୍ଭର କରି କୁହ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭେମାନେ ଯାକୁବ-ବଂଶକୁ ଏକଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,

Faic an caibideil Dèan lethbhreac

ଓଡିଆ ବାଇବେଲ

20 ତୁମ୍ଭେମାନେ ଯାକୁବ ବଂଶକୁ ଏକଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,

Faic an caibideil Dèan lethbhreac




ଯିରିମୀୟ 5:20
3 Iomraidhean Croise  

“ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ ଓ ଯିରୁଶାଲମରେ ଏହିକଥା ପ୍ରଗ୍ଭର କର। ‘ସମଗ୍ର ଦେଶରେ ତୂରୀ ବଜାଅ’ ଓ ଉଚ୍ଚସ୍ୱରରେ ଚିତ୍କାର କର, ‘ତୁମ୍ଭେମାନେ ଏକତ୍ରିତ ହୁଅ। ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।’


ଆଉ ତୁମ୍ଭେମାନେ ଯେତେବେଳେ ଯିରିମିୟଙ୍କୁ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, କେଉଁ କାରଣରୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି।’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁପ୍ରକାରେ ତୁମ୍ଭେମାନେ ମୋତେ ପରିତ୍ୟାଗ କରିଅଛ ଏବଂ ମୂର୍ତ୍ତିଗଣର ସେବା କରିଅଛ, ସେହିପରି ଭାବରେ ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’


‘ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ତୁମ୍ଭେମାନେ ଚକ୍ଷୁ ଥାଉ ଥାଉ ଦେଖୁ ନାହଁ, କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ। ଏବେ ଏହି କଥା ତୁମ୍ଭେମାନେ ଶୁଣ।


Lean sinn:

Sanasan


Sanasan