ଯିରିମୀୟ 5:22 - ପବିତ୍ର ବାଇବଲ22 ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ଵନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ। Faic an caibideilଓଡିଆ ବାଇବେଲ22 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ। Faic an caibideil |
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।