ଯିରିମୀୟ 5:29 - ପବିତ୍ର ବାଇବଲ29 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁ ପାଇଁ ସେମାନଙ୍କୁ ଦଣ୍ଡ ଦେବା ନାହିଁ? ଆମ୍ଭର ପ୍ରାଣ କ’ଣ ଏହିସବୁ ଲୋକମାନଙ୍କଠାରୁ ପରିଶୋଧ ନେବ ନାହିଁ?” Faic an caibideilପବିତ୍ର ବାଇବଲ (Re-edited) - (BSI)29 ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁଣ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ? Faic an caibideilଓଡିଆ ବାଇବେଲ29 ସଦାପ୍ରଭୁ କହନ୍ତି, “ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?” Faic an caibideil |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।