ଯିରିମୀୟ 5:5 - ପବିତ୍ର ବାଇବଲ5 ମୋତେ ଧନୀ ଲୋକମାନଙ୍କ ପାଖକୁ ଯିବାକୁ ଏବଂ କଥାବାର୍ତ୍ତା ହେବାକୁ ଦିଅ। କାରଣ ସେମାନେ ହିଁ ସଦାପ୍ରଭୁଙ୍କର ପଥ ଏବଂ ସେମାନଙ୍କର ପରମେଶ୍ୱରଙ୍କର ବ୍ୟବସ୍ଥା ଜାଣନ୍ତି।” କିନ୍ତୁ ଏମାନେ ଏକତ୍ର ହୋଇ ଯୁଆଳି ଭାଙ୍ଗି ଅଛନ୍ତି ଓ ବନ୍ଧନସବୁକୁ ଛିଣ୍ଡାଇ ପକାଇ ଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)5 ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ଵରଙ୍କ ଶାସନ ଜାଣନ୍ତି। ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ତାଇ ପକାଇ ଅଛନ୍ତି। Faic an caibideilଓଡିଆ ବାଇବେଲ5 ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି। ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ଡାଇ ପକାଇ ଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି।” ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନସବୁ ଛିଣ୍ଡାଇ ପକାଇଅଛନ୍ତି। Faic an caibideil |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”