ଯିରିମୀୟ 50:5 - ପବିତ୍ର ବାଇବଲ5 ସେମାନେ ସିୟୋନକୁ ଯିବାକୁ ପଥ ପଗ୍ଭରିବେ। ସେହିଆଡ଼େ ମୁଖକରି ସେମାନେ କହିବେ, ‘ତୁମ୍ଭେମାନେ ଆସ, ଆମ୍ଭମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’ Faic an caibideilପବିତ୍ର ବାଇବଲ (Re-edited) - (BSI)5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ତୁମ୍ଭେମାନେ ଆସ, ଅନ; କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ଵାରା ସଦାପ୍ରଭୁଙ୍କ- ଠାରେ ଆସକ୍ତ ହୁଅ। Faic an caibideilଓଡିଆ ବାଇବେଲ5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’ Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’ Faic an caibideil |
ଏଲିୟ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ଦେଇ ତୁମ୍ଭକୁ ସେବା କଲି ମାତ୍ର ଇସ୍ରାଏଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିୟମ ଥିଲା ତାକୁ ଭଙ୍ଗ କଲେ। ସେମାନେ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ସେମାନେ ତୁମ୍ଭର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ୟଦ୍ବକ୍ତା ଯିଏ କି ଏ ପର୍ଯ୍ୟନ୍ତ ବଞ୍ଚିଛି। ବର୍ତ୍ତମାନ ସେମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।”