ଯିରିମୀୟ 51:18 - ପବିତ୍ର ବାଇବଲ18 ସେହି ପ୍ରତିମାଗୁଡ଼ିକ ଅସାର ଓ ପ୍ରହେଳିକା ମାତ୍ର। ସେମାନେ ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)18 ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ। Faic an caibideilଓଡିଆ ବାଇବେଲ18 ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ। Faic an caibideil |
ତୁମ୍ଭମାନଙ୍କର ବସତିସବୁ ଓ ନଗରଗୁଡ଼ିକ ଭାଙ୍ଗି ଦିଆଯିବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ କରାଯିବ। ଯାହା ଫଳରେ ତୁମ୍ଭମାନଙ୍କର ଯଜ୍ଞବେଦି କେବେ ପୁଣି ବ୍ୟବହାର ହେବ ନାହିଁ ଓ ତାହା ଭଗ୍ନ ହୋଇ ପଡ଼ି ରହିବ ଓ ତୁମ୍ଭର ମୂର୍ତ୍ତିସବୁ ଚୂର୍ଣ୍ଣବିଚୂର୍ଣ୍ଣ ହେବ। ତୁମ୍ଭର ଧୂପବେଦି ଭଙ୍ଗାଯିବ ଓ ଦୂରରେ ମନୁଷ୍ୟ ନିର୍ମିତ ମୂର୍ତ୍ତିସବୁ ଓ ଅନ୍ୟାନ୍ୟ ବସ୍ତୁସବୁ ତୁମ୍ଭେ ତିଆରି କଲ, ସେଗୁଡ଼ିକ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରାଯିବ।
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।