ଯିରିମୀୟ 51:44 - ପବିତ୍ର ବାଇବଲ44 ତା'ପରେ ଆମ୍ଭେ ବାବିଲର ବାଲ୍ଦେବଠାରୁ ପ୍ରତିଶୋଧ ନେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତା'ର ମୁଖରୁ ତାହା ବାହାର କରିବା। ଗୋଷ୍ଠୀ ଏହା ପାଇଁ ଆଉ ନିର୍ଝର ହେବ ନାହିଁ। ଏବଂ ବାବିଲର ପ୍ରାଚୀର ପଡ଼ିଯିବ। Faic an caibideilପବିତ୍ର ବାଇବଲ (Re-edited) - (BSI)44 ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ। Faic an caibideilଓଡିଆ ବାଇବେଲ44 ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ। Faic an caibideil |
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଳାନ୍ତ ହେବେ। ମାତ୍ର ତାହା କିଛି ସାହାଯ୍ୟ କରିବ ନାହିଁ। ସେମାନେ ସେହି ଅଗ୍ନିଶିଖାରେ ଜାଳେଣି ସ୍ୱରୂପ ଦଗ୍ଧ ହେବେ।”