ଯିରିମୀୟ 51:57 - ପବିତ୍ର ବାଇବଲ57 ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦେଶାଧ୍ୟକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ପୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହେବେ ଓ କେବେ ଜାଗ୍ରତ ହେବେ ନାହିଁ।” ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। Faic an caibideilପବିତ୍ର ବାଇବଲ (Re-edited) - (BSI)57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତି-ଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ, ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। Faic an caibideilଓଡିଆ ବାଇବେଲ57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। Faic an caibideil |
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।