ଯିରିମୀୟ 51:7 - ପବିତ୍ର ବାଇବଲ7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି। ତାହା ସମଗ୍ର ପୃଥିବୀକୁ ମତୁଆଳ କରିଅଛି। ଗୋଷ୍ଠୀମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି। ତେଣୁ ସେମାନେ ଉନ୍ମତ୍ତ ହୋଇଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ଵରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକି ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ଉନ୍ମତ୍ତ ଅଟନ୍ତି। Faic an caibideilଓଡିଆ ବାଇବେଲ7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି। Faic an caibideil |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।