ଯିରିମୀୟ 6:11 - ପବିତ୍ର ବାଇବଲ11 ଏଣୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି ଓ ମୁଁ ତାହା ଧରି ରଖିବାରେ କ୍ଳାନ୍ତ ହୋଇଅଛି! “ସଦାପ୍ରଭୁଙ୍କ କ୍ରୋଧକୁ ରାସ୍ତାରେ କ୍ରୀଡ଼ାରତ ପିଲାମାନଙ୍କ ଉପରେ ଢାଳି ପକାଅ ଓ ସଭାରେ ଏକତ୍ରିତ ହୋଇଥିବା ଯୁବକମାନଙ୍କ ଉପରେ ଢାଳିଦିଅ, କାରଣ ସ୍ୱାମୀ, ସ୍ତ୍ରୀ, ବୃଦ୍ଧ ଓ ବୟସ୍କ ସମସ୍ତେ ଧରାଯିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ଵାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ। Faic an caibideilଓଡିଆ ବାଇବେଲ11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ। Faic an caibideil |
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।