ଯିରିମୀୟ 6:12 - ପବିତ୍ର ବାଇବଲ12 ଆଉ ସେମାନଙ୍କ ଗୃହ, ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ସ୍ତ୍ରୀ ଅନ୍ୟମାନଙ୍କୁ ଦିଆଯିବ।” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଯିହୁଦାର ଲୋକମାନଙ୍କୁ ଶାସ୍ତି ଦେବା ପାଇଁ ଆମ୍ଭର ହସ୍ତ ସେମାନଙ୍କ ଉପରେ ବିସ୍ତାର କରିବା।” Faic an caibideilପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା। Faic an caibideilଓଡିଆ ବାଇବେଲ12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।” Faic an caibideil |
ସମସ୍ତ ଲୋକ ଅଧର୍ମୀ। ତେଣୁ ସଦାପ୍ରଭୁଙ୍କ ପାଖରେ ଯୁବକମାନଙ୍କ ପାଇଁ ଅନୁକମ୍ପା ନାହିଁ। ସଦାପ୍ରଭୁ ଯୁବକମାନଙ୍କ ଉପରେ ସୁଖୀ ନୁହନ୍ତି। ଆଉମଧ୍ୟ ସଦାପ୍ରଭୁ ବିଧବା ଓ ଅନାଥମାନଙ୍କୁ ଦୟା କରିବେ ନାହିଁ। କାରଣ, ସମସ୍ତେ ଅଧର୍ମୀ ଓ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରନ୍ତି। ପୁଣି ସେମାନେ ମିଥ୍ୟା କୁହନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ସର୍ବଦା କ୍ରୋଧିତ ହୁଅନ୍ତି ଓ ସର୍ବଦା ଦଣ୍ଡ ଦିଅନ୍ତି।