ଯିରିମୀୟ 7:20 - ପବିତ୍ର ବାଇବଲ20 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏକ ସ୍ଥାନ ଉପରେ, ମନୁଷ୍ୟ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପରେ ଆମ୍ଭର କୋପ ଓ କ୍ରୋଧ ଢଳାଯିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କେହି ଲିଭାଇ ପାରିବେ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ ଓ କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ନୋହିବ। Faic an caibideilଓଡିଆ ବାଇବେଲ20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।’ Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।” Faic an caibideil |
“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’