ଯିରିମୀୟ 7:29 - ପବିତ୍ର ବାଇବଲ29 “ହେ ଯିରିମିୟ, ଆପଣା ମସ୍ତକର କେଶ କାଟି ପକାଇ ଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର। କାରଣ ସଦାପ୍ରଭୁ ଏହି ବଂଶପ୍ରତି କ୍ରୋଧଭାବ ଓ ବିମୁଖତା ପ୍ରକାଶ କରି ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି। Faic an caibideilଓଡିଆ ବାଇବେଲ29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’ Faic an caibideil |
ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।