ଯିରିମୀୟ 7:30 - ପବିତ୍ର ବାଇବଲ30 ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ତାହା କଲେ। ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ‘ଅଶୁଚି’ କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତ୍ର ତହିଁ ମଧ୍ୟରେ ରଖିଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)30 ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି। Faic an caibideilଓଡିଆ ବାଇବେଲ30 ଯେହେତୁ ସଦାପ୍ରଭୁ କହନ୍ତି, ‘ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି। Faic an caibideil |
ମନଃଶି ଆହୁରି ମଧ୍ୟ ଏକ ଦେବତାର ମୂର୍ତ୍ତି ନିର୍ମାଣ କଲେ ଓ ତାହାକୁ ପରମେଶ୍ୱରଙ୍କ ମନ୍ଦିର ମଧ୍ୟରେ ରଖିଲେ; ସେହି ମନ୍ଦିର, ଯାହା ବିଷୟରେ ପରମେଶ୍ୱର ଦାଉଦ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ। ପରମେଶ୍ୱର କହିଥିଲେ, “ମୁଁ ଏହି ଗୃହରେ ଓ ଯିରୁଶାଲମରେ ମୋର ନାମ ସ୍ଥାପନ କରିବି, ଯାହା ମୁଁ ଇସ୍ରାଏଲର ସମସ୍ତ ପରିବାରବର୍ଗଙ୍କ ମଧ୍ୟରେ ମନୋନୀତ କରିଅଛି। ଆଉ ଆମ୍ଭ ନାମ ସେଠାରେ ଚିରକାଳ ନିମନ୍ତେ ରହିବ।
“ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।
ତା'ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା'ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା।