ଯିରିମୀୟ 8:16 - ପବିତ୍ର ବାଇବଲ16 ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସିକା ଧ୍ୱନି ଶୁଣା ଯାଉଅଛି। ତାହାର କନିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପିତ ହେଉଅଛି। କାରଣ ସେମାନେ ଆସିଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି।” Faic an caibideilପବିତ୍ର ବାଇବଲ (Re-edited) - (BSI)16 ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି; Faic an caibideilଓଡିଆ ବାଇବେଲ16 ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି; Faic an caibideil |
ସେମାନେ ତୁମ୍ଭମାନଙ୍କର ସଂଗୃହୀତ ଶସ୍ୟ ଓ ରୋଟୀ ଭକ୍ଷ୍ୟଣ କରିବେ। ସେମାନେ ତୁମ୍ଭମାନଙ୍କ ପୁତ୍ରକନ୍ୟା ଗଣଙ୍କୁ ଭକ୍ଷ୍ୟଣ କରିବେ। ସେମାନେ ସେମାନଙ୍କର ମେଷ ଓ ଗାଈ ଗୁଡ଼ିକ ଭକ୍ଷ୍ୟଣ କରିବେ। ସେମାନେ ମଧ୍ୟ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭେମାନେ ଯେଉଁ ସୁଦୃଢ଼ ନଗର ଉପରେ ବିଶ୍ୱାସ କରିଅଛ, ସେମାନେ ସେହିସବୁକୁ ଖଡ଼୍ଗରେ ଧ୍ୱଂସ କରିବେ।”
ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା'ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି।