ଯିରିମୀୟ 8:2 - ପବିତ୍ର ବାଇବଲ2 ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଆଉ, ସେମାନେ ସୂର୍ଯ୍ୟ ଓ ଚନ୍ଦ୍ର ଓ ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ। Faic an caibideilଓଡିଆ ବାଇବେଲ2 ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ। Faic an caibideil |
ରାଜାମାନେ ସମସ୍ତ ସାଧାରଣ ଲୋକଙ୍କୁ ଯାଜକ ଭାବରେ ଯିହୁଦାର ରାଜାଙ୍କ ଦ୍ୱାରା ନିଯୁକ୍ତି ହୋଇଥିଲେ, ଯାଜକ ରୂପେ ସେବା କରିବାକୁ ବରଖାସ୍ତ କଲେ। ଏହି ଭଣ୍ତ ଯାଜକଗଣ ଯିହୁଦାର ପ୍ରତ୍ୟେକ ନଗରର ଉଚ୍ଚସ୍ଥାନରେ ସବୁବେଳେ ଧୂପ ଜଳାଇଲେ ଓ ଯିରୁଶାଲମସ୍ଥିତ ଚତୁର୍ଦ୍ଦିଗସ୍ଥିତ ସମସ୍ତ ନଗରରେ ବାଲ୍ର ସମ୍ମାନାର୍ଥେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଏବଂ ଆକାଶର ସମସ୍ତ ଶକ୍ତିଗୁଡ଼ିକରେ ମଧ୍ୟ ସେହିପରି କଲେ।